ରାଜ୍ୟ

ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ: ବିରୋଧୀଙ୍କ ହଟ୍ଟଗୋଳ, ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ବର: ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗ‌ୋଳ। ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀମାନେ ହଟ୍ଟଗୋଳ କରିଛନ୍ତି। ଗୃହମଧ୍ୟକୁ ବିରୋଧୀ ବିଜେଡି ସଦସ୍ୟମାନେ ରାଜ୍ୟପାଳଙ୍କ ପୁଅଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରିଥି‌ଲେ। କୁଅ‌ାଡ଼େ ଗଲା ଓଡ଼ିଆ ଅସ୍ମିତା ବୋଲି କହି ବିରୋଧୀ ସଦସ୍ୟମାନେ ହୋହାଲ୍ଲା କରିଥିଲେ। ଏହାପରେ ବିରୋଧୀ ବିଜେଡି ଓ ଶାସକ ବିଜେପି ସଦସ୍ୟମାନେ ମୁହାଁମୁହିଁ ହୋଇଥିଲେ।  ଏହାଫଳରେ ବାଚସ୍ପତି ସୁରମା ପାଢ଼ୀ ପୂର୍ବାହ୍ନ ୧୧ଟା ୩୦ ମିନିଟ୍ ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।