ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ବିନମ୍ର ହେବାକୁ ଅଶନୀରଙ୍କୁ କୋର୍ଟଙ୍କ ପରାମର୍ଶ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ନୂଆଦିଲ୍ଲୀ : ବିନମ୍ର ହେବାକୁ ଭାରତପେ’ର ପ୍ରତିଷ୍ଠାତା ଅଶନୀର ଗ୍ରୋଭରଙ୍କୁ ଦିଲ୍ଲୀ ହାଇକୋର୍ଟ ପରାମର୍ଶ ଦେଇଛନ୍ତି। ଅଶନୀର ଓ ତାଙ୍କ ପତ୍ନୀଙ୍କ ବି‌ରୋଧରେ କଂପାନି ଅର୍ଥ ଆତ୍ମସାତ ଅଭିଯୋଗ ଆଣିଛି। କଂପାନିରୁ ଉଭୟଙ୍କୁ ବିଦା ହେବାକୁ ପଡ଼ିଛି। ଉଭୟ କଂପାନି କର୍ତ୍ତୃପକ୍ଷ ଓ ଅଶନୀରଙ୍କ ମଧ୍ୟରେ ଆଇନଗତ ଲଢ଼େଇ ଚାଲିଥିବା ବେଳେ ସୋସିଆଲ ମିଡିଆରେ କିନ୍ତୁ ପରସ୍ପର ଉପରେ ଆକ୍ଷେପ ଜାରି ରହିଛି। ଅନେକ ସମୟରେ ଅଶନୀର ବହୁ ଆପତ୍ତିଜନକ ମନ୍ତବ୍ୟ ଦେଉଛନ୍ତି ଯାହାକୁ ନେଇ ଭାରତପେ’ କର୍ତ୍ତୃପକ୍ଷ ଆପତ୍ତି ଉଠାଇଛନ୍ତି।

ଏ ସମ୍ପର୍କିତ ଏକ ମାମଲାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ କହିଛନ୍ତି ଯେ ଗ୍ରୋଭର ଏବଂ ତାଙ୍କ ପରିବାର ସଦସ୍ୟ କୌଣସି ଆପତ୍ତିଜନକ ମନ୍ତବ୍ୟଠାରୁ ଦୂରେଇ ରହିବା ଉଚିତ। ସୋସିଆଲ ମିଡିଆ କ’ଣ ଆମକୁ ଏତେ ତଳକୁ ଖସାଇ ଦେଇଛି କି ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି। ଆପତ୍ତିଜନକ ଆରୋପ ପ୍ରତ୍ୟାରୋପରୁ ଦୂରେଇ ରହିବା ଲାଗି ନିଜ ପକ୍ଷଙ୍କୁ ବୁଝାଇବା ପାଇଁ କୋର୍ଟ ସେମାନଙ୍କ ଆଇନଜୀବୀଙ୍କୁ କହିଛନ୍ତି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ