ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

ବିସିସିଆଇ ମୁଖ୍ୟ ସୌରଭ ଗାଙ୍ଗୁଲି କରୋନା ପଜିଟିଭ୍, ଉଡଲାଣ୍ଡ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ ୨୮/୧୨: ବିସିସିଆଇ ସଭାପତି ତଥା ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ କରୋନା । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ବଢୁଥିବା ସଙ୍କଟ ମଧ୍ୟରେ ଏହି ଖବର ଚିନ୍ତାଜନକ ବିଷୟ । ସୂଚନା ଥାଉକି, ବର୍ଷ ଆରମ୍ଭରୁ ସୌରାଭ ଗାଙ୍ଗୁଲି ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ।

ଜାନୁୟାରୀ ୨୦୨୧ରେ, ସୌରଭ ଗାଙ୍ଗୁଲିଙ୍କ ହୃଦଘାତର ଶିକାର ହୋଇଥିଲେ । ଫଳରେ ତାଙ୍କୁ କିଛି ଦିନ ଡାକ୍ତରଖାନାରେ ଭର୍ତ୍ତି ହେବାକୁ ପଡିଥିଲା । ସେଠାରେ ତାଙ୍କର ଆଞ୍ଜିଓପ୍ଲାଷ୍ଟ ହୋଇଥିଲା । ସୌରାଭ ଗାଙ୍ଗୁଲିଙ୍କ କରୋନା ପଜିଟିଭ୍ ହେବାର ଖବର ଜଣାପଡିବା ପରେ ସୋସିଆଲ ମିଡିଆରେ ପ୍ରଶଂସକମାନେ ଚିନ୍ତା ପ୍ରକଟ କରିଛନ୍ତି । ବର୍ତ୍ତମାନ କୋଭିଡ ପଜିଟିଭ ଚିହ୍ନଟ ହେବା ପରେ ସେ ଉଡଲାଣ୍ଡ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ