ଅପରାଧ ରାଜ୍ୟ

ବୁଲେଟ୍‌ ଧକ୍କାରେ ଯୁବକ ମୃତ, ପୋଲିସର ତଦନ୍ତ ଜାରି

ଆନନ୍ଦପୁର ୨୬।୦୫: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଘଷିପୁରା ଥାନା କଣ୍ଟାରୋହୀ ଗାଁରେ ମର୍ମନ୍ତୁଦ ଦୁର୍ଘଟଣା । ବୁଲେଟ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ରାମଚନ୍ଦ୍ରପୁର ଥାନା ଗୁହାଳଡିହି ଗାଁର ଲିଟୁ ମଲ୍ଲିକ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଲିଟୁ ବନ୍ଧୁ ଘର କଣ୍ଟାରୋହୀ ବୁଲିବାକୁ ଆସିଥିଲା । ପ୍ରବଳ ଗରମ ଲାଗି ଲିଟୁ ରାସ୍ତାରେ ଏପଟ ସେପଟେ ହେଉଥିଲା । ଠିକ୍‌ ଏହି ସମୟରେ ଏକ ବୁଲେଟ ତାଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ସେ ଗୁରୁତର ହୋଇ ପଡିରହିଥିଲେ । ସେଠାରୁ ତାଙ୍କୁ ଉଦ୍ଧାର କରି ମେଡିକାଲର ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି ।

ସେପଟେ ଦୁର୍ଘଟଣା ଘଟାଇବା ପରେ ବୁଲେଟ୍‌ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।