ଅପରାଧ ରାଜ୍ୟ

ବେଆଇନ୍ କରତକଳ ଉପରେ ଚଢାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ସହ କାଠ ଜବତ

ବାଲିପାଟଣା ୨୩/୦୬: ବେଆଇନ୍ କରତକଳ ଉପରେ ଚଢାଉ । ବାଲିପାଟଣା ବନାଞ୍ଚଳ ଅଧିନ ସରିପୁର ଏବଂ ଡେଙ୍ଗ ଠାରେ ଥିବା ୨ଟି କରତକଳ ଉପରେ ଫରେଷ୍ଟ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଚଢାଉରେ ଲକ୍ଷାଧିକ ଟଙ୍କାର ଯନ୍ତ୍ରାଶଂ ଜବତ ହୋଇଛି ।

ଏହା ସହ ଲକ୍ଷାଧିକ ଟଙ୍କାର ଶାଗୁଆନ୍ ଭଳି ବହୁ ମୂଲ୍ୟବାନ୍ କାଠ ମଧ୍ୟ ଜବତ ହୋଇଛି । ବାଲିପାଟଣା ବନାଞ୍ଚଳ ଅଧିନରେ ଅନେକ ବେଆଇନ୍ କରତକଳ ଗଢି ଉଠିଛି । ଏହାକୁ ନେଇ ସ୍ଥାନୀୟ ବୁଦ୍ଧିଜୀବୀ ଭିଜିଲାନ୍ସରେ ଅଭିଯୋଗ କରିବା ପରେ ଏଭଳି ପଦକ୍ଷେପ ନିଆଯାଇଛି । ଏହି ଚଢାଉ ସୁରକ୍ଷା ଦୃଷ୍ଟିରୁ ପୋଲିସ୍ ମୁତୟନ ହୋଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।