ଅପରାଧ ରାଜ୍ୟ

ବେଆଇନ୍‌ ଚାନ୍ଦା ଆଦାୟ ପ୍ରତିବାଦରେ ପ୍ରତିବାଦ, ବସ୍‌ ଚଳାଚଳ ବନ୍ଦ କଲା ଭଦ୍ରକ ବସ୍‌ ସିଣ୍ଡିକେଟ୍‌

ଭୁବନେଶ୍ୱର ୦୪।୧୦: ବେଆଇନ ଚାନ୍ଦା ଆଦାୟ ପ୍ରତିବାଦରେ ବସ ଚଳାଚଳ ବନ୍ଦ କରିଛି ଭଦ୍ରକ ବସ ସିଣ୍ଡିକେଟ୍ । ଚାନ୍ଦା ଆଦାୟ ସହ ଅସଦବ୍ୟବହାର କରୁଥିବା ଅଭିଯୋଗ ହୋଇଛି । ଏମିତି କି ବସରେ ଯାତ୍ରୀ ଚଢ଼ିବା ବେଳେ ମଧ୍ୟ ବାଧା ଦେଉଛନ୍ତି । ଭଦ୍ରକ ବନ୍ତ ଛକ ନିକଟରେ କିଛି ଅସାମାଜିକ ବ୍ୟକ୍ତି ବସ ଚଳାଚଳରେ ହସ୍ତକ୍ଷେପ କରୁଛନ୍ତି । ଫଳରେ ଅନ୍ୟ ଷ୍ଟପେଜରେ ବସ୍ ଠିକ ସମୟରେ ପହଞ୍ଚିପାରୁନାହିଁ । ପ୍ରତିବାଦରେ ଭଦ୍ରକ ବସ୍ ସିଣ୍ଡିକେଟର କୌଣସି ବସ ବାଲେଶ୍ୱର , କଟକ ଓ ଭୁବନେଶ୍ୱର ଅଭିମୁଖେ ଯାଉନାହିଁ । ସମସ୍ୟା ନେଇ ପୋଲିସ ଓ ପ୍ରଶାସନକୁ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ । ତେଣୁ ପ୍ରତିବାଦରେ ବସ ଚଳାଚଳ ବନ୍ଦ ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।