ସୋର, ୧୩/୦୫: ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ମଇତାପୁରରେ ଥିବା ବେଆଇନ କରତ କଳ ଉପରେ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ମୂଲ୍ୟବାନ କାଠ ଓ ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତି ଜବତ କରାଯାଇଛି। ସୂଚନା ଅନୁଯାୟୀ ବାଲେଶ୍ଵର ଡିଏଫଓ ବିମଲ ପ୍ରସନ୍ନ ଆଚାର୍ଯ୍ୟଙ୍କ ନିର୍ଦ୍ଦେଶ କ୍ରମେ ଔପଦା ରେଞ୍ଜର ବବିତା ସୋରେନ, ଖୁଣ୍ଟପାଟଣା ଫରେଷ୍ଟର କିଶୋର ଚନ୍ଦ୍ର ଭୂଆଁ, କୂଳଡିହା ରେଞ୍ଜ ଷ୍ଟାଫ ସୌମ୍ୟରଂଜନ ମାଝୀ ଓ ସିମୁଳିଆ ପୋଲିସଙ୍କ ଉପସ୍ଥିତିରେ ବେଆଇନ କରତ କଳ ଉପରେ ଚଢ଼ାଉ କରିଥିଲେ। ଏଥିରେ ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କାଠ ଓ ଯନ୍ତ୍ରପାତି ନେଇଯାଇଥିବା ଜଣାପଡିଛି।
Trending
- ପ୍ରକାଶ ପାଇଲା ୟୁପିଏସସି ଆଇଏଏସ୍ ପରୀକ୍ଷା ୨୦୨୩ ଫଳ: ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର, ଓଡ଼ିଶାର ଅନିମେଶ ପ୍ରଧାନ ଦ୍ବିତୀୟ ସ୍ଥାନରେ
- ରାସ୍ତା ପାର୍ଶ୍ଵରେ ଛିଡ଼ା ହୋଇଥିବା ବେଳେ ଚଢ଼ିଗଲା ଟ୍ରକ: ୨ ମୃତ, ଜଣେ ଗୁରୁତର
- ସିଡ୍ନୀ ଚର୍ଚ୍ଚରେ ଛୁରାମାଡ଼, ବିଶପ ଆହତ
- ଇରାନକୁ ଉଚିତ ସମୟରେ ଜବାବ ଦିଆଯିବ: ଇସ୍ରାଏଲ
- ପ୍ରଧାନ ବିଚାରପତିଙ୍କୁ ୨୧ ପୂର୍ବ ବିଚାରପତିଙ୍କ ଚିଠି
- ୨୨ ବର୍ଷରେ ଭାରତରେ ୨୩ ଲକ୍ଷ ହେକ୍ଟର ଜଙ୍ଗଲ ଧ୍ବଂସ
- କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ବସ୍ତି: ଆଗୁଆ ଶୁଣାଣି ପାଇଁ ମନାକଲେ
- ନିର୍ବାଚନୀ ବଣ୍ଡ୍ ରଦ୍ଦ: ‘ଦିନେ ସମସ୍ତେ ଅନୁତାପ କରିବେ’
Friday, April 19