ଅପରାଧ ଦେଶ ବିଦେଶ

ବେତୁଲ୍‌ରେ ମର୍ମନ୍ତୁଦ ଦୁର୍ଘଟଣା, ବସ୍‌-କାର୍‌ ମୁହାଁମୁହିଁ ଧକ୍କାରେ ୧୧ ମୃତ

ବେତୁଲ୍‌, ୦୪/୧୧: ମଧ୍ୟ ପ୍ରଦେଶର ବେତୁଲ୍‌ ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘିଟିଛି । ଏକ ଏସ୍‌ୟୁଭି ଗାଡ଼ି ଯାତ୍ରୀବାହୀ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡ଼ିଛି । ଫଳରେ ଏହି ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ହୋଇଛି ।

ବେତୁଲ୍‌ର ଝଲ୍ଲର ପୋଲିସ୍‌ ଷ୍ଟେସନ୍‌ ପାଖରେ ଦୁଇ ପାର୍ଶ୍ୱରୁ ଆସୁଥିବା ଗାଡ଼ି ମଧ୍ୟରେ ସାମ୍ନାସାମ୍ନି ଧକ୍କା ହୋଇଥିଲା । ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏଥିରେ ଜଣେ ଗୁରୁତର ହୋଇଥିବା ବେଳେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆହତଙ୍କ ଚିକିତ୍ସା ଚାଲିଥିବା ପୋଲିସ୍‌ ଏସ୍‌ପି ସିମାଲା ପ୍ରସାଦ କହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ