ରାଜ୍ୟ

ବେଲପାହାଡ଼ରେ ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ତିନି ଯୁବକଙ୍କ ଜୀବନ

ଝାରସୁଗୁଡ଼ା: ଆଜି ସକାଳୁ ୪୯ ନଂ ଜାତୀୟ ରାଜପଥର ବେଲପାହାଡ଼ ଥାନା ଅନ୍ତର୍ଗତ ଗୌଡପଡ଼ାଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ୩ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା ପାଇ ବେଲପାହାଡ଼ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡ଼ିକୁ ଜବତ କରିଥିବା ବେଳେ ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁସାରେ ଲଖନପୁର ସାହାଜବାହାଲ ଗ୍ରାମର ୩ ଯୁବକ ଏକ ବାଇକ୍(ଓଡି ୨୩ ପି ୨୦୦୯)ଯୋଗେ ବେଲପାହାଡ଼ରୁ ଲଖନପୁର୍ ଦିଗରେ ଯାଉଥିବା ବେଳେ କୌଣସି ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।