ଅପରାଧ ରାଜ୍ୟ

ବୌଦ୍ଧରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ସେହି ରାସ୍ତାରେ ଯାଉଥିଲେ ୫୦ରୁ ଅଧିକ ବନକର୍ମଚାରୀ…

ବୌଦ୍ଧ ୨୮।୧୧ : ବୌଦ୍ଧ ଜିଲ୍ଲା ଲକଡ଼ପାଯୁ ଜଙ୍ଗଲରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ । ଯେଉଁଥିରେ ୫୦ରୁ ଅଧିକ ବନକର୍ମଚାରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି । ବନବିଭାଗ ଗାଡି ଉଡାଇବା ପାଇଁ ଖଞ୍ଜା ହୋଇଥିଲା ଲ୍ୟାଣ୍ଡମାଇନ୍।

ଖବର ଅନୁଯାୟୀ, ବୌଦ୍ଧ ଜିଲ୍ଲା ଲକଡ଼ପାଯୁ ଜଙ୍ଗଲରେ ଗଞ୍ଜେଇ ଗଛ ନଷ୍ଟ କରିବା ପାଇଁ ବନକର୍ମଚାରୀ ଯାଇଥିଲେ। ଏହି ସମୟରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଛି । ତେବେ ୫୦ ଜଣ ବନ କର୍ମଚାରୀ ଓ ସୁରକ୍ଷାକର୍ମୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବନ ବିଭାଗ ଗାଡି ଉଡାଇବା ପାଇଁ ଏହି ଲ୍ୟାଣ୍ଡମାଇନ୍ ଖଞ୍ଜା ହୋଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରୁ ବିସ୍ପୋରକ ସାମଗ୍ରୀ ଓ କିଛି ତାର ଜବତ ହୋଇଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।