ଅପରାଧ ରାଜ୍ୟ

ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର

ବ୍ରହ୍ମପୁର ୨୬/୧୧: ବ୍ରହ୍ମପୁରରେ ଥମୁନି ରାଗିଂ । ଏତର କିନ୍ତୁ କୌଣସି କଲେଜ ନୁହେଁ । ଏଥର ରାଗିଂ ହୋଇଛି ଘରୋଇ ସ୍କୁଲରୁ । ଘରୋଇ ସ୍କୁଲରୁ ରାଗିଂ ହୋଇଥିବା ହୋଇଛି ଅଭିଯୋଗ ।

ଏକ ଘରୋଇ ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ କେତେକ ସିନିୟର ଛାତ୍ର ମାଡ଼ ମାରିଥିବା ଅଭିଯୋଗ ହୋଇଛି । ପରିବାରବର୍ଗଙ୍କ ପକ୍ଷରୁ ଗୋଶାଣୀ ନୂଆ ଗାଁ ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ୍ ଏ ଘଟଣାର ଅଧିକ ତଦନ୍ତ କରୁଛି । ସ୍କୁଲର ୮ ଜଣ ଛାତ୍ରଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ୭ ଜଣ ନାବାଳକ ହୋଇଥିବା ବେଳେ ଜଣେ ସାବାଳକ । ଆଇନ୍ ଅନୁଯାୟୀ କାର୍ଯାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ବ୍ରହ୍ମପୁର ଏସ୍ ପି ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।