ଅପରାଧ ରାଜ୍ୟ

ଭାଇ ନାଁରେ କଳଙ୍କ, ଘରେ କେହି ନଥିବାବେଳେ ସମ୍ପର୍କୀୟ ଭଉଣୀଙ୍କୁ କଲେ ଦୁଷ୍କର୍ମ

ନୀଳଗିରି ୨୭/୦୭: ଭାଇ ନାଁରେ କଳଙ୍କ । ଏଭଳି ଘୃଣ୍ୟ କାମ ସହଜରେ ସମାଜ ଗ୍ରହଣ କରିନଥାଏ । ହେଲେ ଜଣେ ଯୌନ ପିପାସୁ ଭାଇ ତାଙ୍କ ସମ୍ପର୍କିୟ ଭଉଣୀଙ୍କୁ ଦୁଷ୍କର୍ମ କରିବା ଭଳି ଅଭିଯୋଗ ଆସିଛି ।

ସୂଚନାଯୋଗ୍ୟ ଧୋବଶିଳା ପଞ୍ଚାୟତ ଅଧିନ ଆଗରିଆ ଗାଁର ଜଗନ୍ନାଥ ସିଂ ତାଙ୍କ ଘରେ କେହିନଥିବାର ସୁଯୋଗରେ ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ଉଠିଛି ।

ନାବାଳିକା ଜଣକ ତାଙ୍କର ସମର୍କୀୟ ଭଉଣୀ ବୋଲି ଜଣାପଡିଛି । ପୀଡିତା ଜଣକ ସ୍ଥାନୀୟ ସରପଞ୍ଚଙ୍କୁ ଧରି ନ୍ୟାୟ ପାଇଁ ନୀଳଗିରି ଥାନାର ଦ୍ୱାରସ୍ଥ ହୋଇଛନ୍ତି।ପୋଲିସ ଘଟଣାକୁ ଗୁରୁତର ସହ ନେଇ ପ୍ରାଥମିକ ତଦନ୍ତ ଆରମ୍ବ କରିଛି ।

ଏନେଇ ଲିଖିତ ଅଭିଯୋଗ ପାଇବା ପରେ ଅଭିଯୁକ୍ତକୁ ଗିରଫ କରିଛି ନୀଳଗିରି ପୋଲିସ । ଡାକ୍ତରୀ ମାଇନା କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ ବୋଲି ସୂଚନା ମିଳିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।