ଅପରାଧ ରାଜ୍ୟ

ଭାରତ ପାକ୍‌ ମ୍ୟାଚ ପରେ ସାମାଜିକ ଗଣମାଧ୍ୟମରେ ପୋଷ୍ଟିଂ ନେଇ ବିବାଦ, ଟାୟାର ଜାଳି ରାସ୍ତା ଅବରୋଧ

ଭଦ୍ରକ ୦୯/୦୫: ଭାରତ ପାକିସ୍ତାନ ମ୍ୟାଚ୍ ପରେ ଭଦ୍ରକ ପୁରୁଣାବଜାରରେ ପ୍ରତିବାଦ ଦେଖାଦେଇଛି । ଥାନା ସମ୍ମୁଖ ରାସ୍ତା ଉପରେ ଟାୟାର ଜାଳି ରାସ୍ତା ଅବରୋଧ ।

ସୂଚନା ଥାଉକି, ଭାରତ- ପାକିସ୍ତାନ ମ୍ୟାଚ ପରେ ସାମାଜିକ ଗଣମାଧ୍ୟମରେ କିଛି ପୋଷ୍ଟିଂକୁ ନେଇ ଏଭଳି ବିବାଦ ଉପୁଜିଥିଲା । ଯାହାକୁ ନେଇ ଥାନା ସମ୍ମୁଖରେ ରାସ୍ତା ଅବରୋଧ ହୋଇଛି । ଯେଉଁଥିପାଇଁ ଗାଡି ଚଳାଚଳରେ ବାଧାପ୍ରାପ୍ତ ହୋଇଛି । ଫଳରେ ରାସ୍ତା ଉପରେ ଛିଡା ହୋଇଛି ଗାଡି ମଟର ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।