ଅପରାଧ ରାଜ୍ୟ

ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍ , ୨ ମୃତ

ବ୍ରହ୍ମଗିରି ୨୨।୦୫: ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍ , ୨ ମୃତ । ପୁରୀ ସାତପଡ଼ା ଜାତୀୟ ରାଜପଥରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଡ୍ରାଇଭର ସମେତ ଦୁଇ ଜଣଙ୍କ ମୃତ୍ଯୁ ଘଟିଛି।

ଖବର ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ କାରରେ ପୁରୀ ପଟୁ ସାତପଡ଼ା ଅଭିମୁଖେ ନିଜ ଗାଁକୁ ଫେରୁଥିବା ବେଳେ ନାଗା ଛକ ନିକଟରେ ଭାରସାମ୍ୟ ହରାଇ କାରଟି ଗଛରେ ପିଟି ହୋଇଯାଇଥିଲା। ଯାହାଫଳରେ ୨ଜଣଙ୍କ ମୃତ୍ୟୁ ହୋଇଛି ।

ମୃତକ ମାନେ ହେଲେ କାର୍ ଡ୍ରାଇଭର ଭାଗବନପୁରର ନବାଵ ଖାନ ଏବଂ କାର ମାଲିକ ସହଦେବପୁରୁର ଧୀରେନ୍ଦ୍ର ପଲାଇ । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଘଟଣା ସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଯାଇଥିଲା ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।