ଅପରାଧ ରାଜ୍ୟ

ଭାଲୁମେଣ୍ଟା ଛକରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର

ରାୟଗଡ଼ା, ୧୧/୦୫: ରାୟଗଡ଼ା ପଦ୍ମପୁର ଥାନା ଅନ୍ତର୍ଗତ ଭାଲୁମେଣ୍ଟା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡ଼ିଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଲିମାପଦର ଗ୍ରାମର ରମେଶ ପଣ୍ଡା (୪୮) ବୋଲି ଜଣାପଡ଼ିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।