ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଭାଲୁ ଆକ୍ରମଣରେ ୪ ଜଣଙ୍କ ମୃତ୍ୟୁ, ୩ ଜଣ ଗୁରୁତର

ମାଲକାନଗିରି ୭।୧୨: ବଣୁଆ ଭାଲୁ ଆକ୍ରମଣରେ ଚାଲିଗଲା ୪ ଜଣଙ୍କ ଜୀବନ । ୩ ଜଣ ଗୁରୁତର ହୋଇଛନ୍ତି । ଛତିଶଗଡ କୋରିଆ ଜିଲ୍ଲା ଅଙ୍ଗଓ୍ବାହି ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, ଛତିଶଗଡ କୋରିଆ ଜିଲ୍ଲା ଅଙ୍ଗଓ୍ବାହି ଗାଁରେ ଭାଲୁ ଆକ୍ରମଣରେ ୪ଜଣଙ୍କ ମୃତ୍ୟୁ ହୋଇଛି । ୩ ଜଣ ଗୁରୁତର ହୋଇଛନ୍ତି । ଛତିଶଗଡ ସରକାର ମୃତ ବ୍ୟକ୍ତିଙ୍କ ପରିବାରକୁ ୬ ଲକ୍ଷ ଲେଖାଏଁ କ୍ଷତିପୂରଣ ରାଶି ଦେବାକୁ ଘୋଷଣା କରିଥିବା ବେଳେ ଗୁରୁତରଙ୍କୁ ଚିକିତ୍ସା ଖର୍ଚ୍ଚ ବହନ କରୁଥିବା ସୂଚନା ମିଳିଛି ।

ଆକ୍ରମଣ କରିଥିବା ଭାଲୁ ଛୁଆ ଜନ୍ମ କରିଥିବାରୁ ଭାଲୁକୁ ଘଉଡାଇବା ପାଇଁ ଜିଲ୍ଲା ବନ ବିଭାଗର ଟ୍ରାଙ୍କୁଲାଇଜିଂ ଟିମ୍ ଦ୍ଵାରା ଅପରେସନ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ