ରାଜ୍ୟ ସ୍ପେଶାଲ ରିପୋର୍ଟ

ଭିଜିଲାନ୍ସ ଜାଲରେ ଅବକାରୀ ବାବୁ

ଭୁବନେଶ୍ୱର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ଜାଲରେ ପଡିଛନ୍ତି ଅବକାରୀ ବିଭାଗର ଏଏସଆଇ ସୁଦୀପ୍ତ ଦାଶ | ମିଳିଥିବା ସୂଚନା ମୁତାବକ ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁରେ ଅବକାରୀ ଏଏସଆଇ ଭାବେ କାର୍ଯ୍ୟରତ ଥିବା ସୁଦୀପ୍ତ ଦାଶଙ୍କ ବାସଭବନ ସମେତ କାର୍ଯ୍ୟାଳୟରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି | ଏହି ଚଢ଼ାଉରେ ୪ ଜଣ ଡ଼ିଏସପି, ୬ ଜଣ ଇନ୍ସପେକ୍ଟର ସାମିଲ ହୋଇଥିବାବେଳେ ସୁଦୀପ୍ତଙ୍କ ନୟାଗଡରେ ଥିବା ନିଜ ଘର, ଭଡା ଘର, ବାଲୁଗାଁରେ ଥିବା ଭଡା ଘର ସହ ଅବକାରୀ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ଚାଲିଛି |

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।