ଅପରାଧ ରାଜ୍ୟ

ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ, ୮ ହଜାର ଲାଞ୍ଚ ନେଉଥିବା ବେଳେ ଧରିଲା ବିଭାଗ

ଖୋର୍ଦ୍ଧା, ୧୦/୦୮: ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜିଲ୍ଲା ଅଚ୍ୟୁତପୁର ରାଜସ୍ୱ ନିରୀକ୍ଷକ ଗୌରାଙ୍ଗ ସବର । ମିଉଟେସନ୍ ଇନକ୍ବାରୀ ରିପୋର୍ଟ ଦେବା ନେଇ ଦିପକ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭୂବନେଶ୍ବର ଭିଜିଲାନ୍ସ ଟିମ ହାତରେ ଧରାପଡିଛନ୍ତି ଏହି ସରକାରୀ ଅଧିକାରୀ । ପୁର୍ବରୁ ପ୍ରସ୍ତୁତ ରହିଥିବା ଭିଜିଲାନ୍ସ ଟିମ୍ ଆର୍‌ଆଇ ନେଇଥିବା ୮ ହଜାର ଟଙ୍କାକୁ ଜବତ କରିଛି । ଅଚ୍ୟୁତପୁର ଆର୍‌ଆଇ ଗୌରାଙ୍ଗ ସବରଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ଭୁବନେଶ୍ବର ଭିଜିଲାନ୍ସ ବିଭାଗ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।