ଅପରାଧ ରାଜ୍ୟ

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ, ଏକାସାଙ୍ଗେ ୪ଟି ସ୍ଥାନରେ ଚଢାଉ

ଉଦଳା ୧୪।୧୧: ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ଉଦଳା RWSSର ସହକାରୀ ନିର୍ବାହୀ ଯନ୍ତ୍ରୀ ରବି ନାରାୟଣ ପଣ୍ଡାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି । ଏକାକାଳୀନ ବିଭିନ୍ନ ସ୍ଥାନରେ ଚାଲିଛି ଚଢାଉ ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବି ନାରାୟଣ ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରୁଛି । ଭୁବନେଶ୍ୱର ସମେତ ୪ଟି ସ୍ଥାନରେ ଚଢାଉ କରୁଛି ଭିଜିଲିନ୍ସ । ଏଥିର ତାଙ୍କ ବାସଭବନ ଓ ଅଫିସର ରହିଥିବା ସୂଚନା ମିଳିଛି । ତେବେ ଭିଜିଲାନ୍ସର କେତେ ଜଣିଆ ଟିମ୍‌ ଏହି ଚଢାଉରେ ସାମିଲ ରହିଛନ୍ତି । ସେନେଇ କିଛି ସବିଶେଷ ତଥ୍ୟ ମିଳିନାହିଁ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।