ଅପରାଧ ରାଜ୍ୟ

ଭିଜିଲାନ୍ସ ସ୍କାନରରେ ଅତିରିକ୍ତ ତହସିଲଦାର, ଏକାସାଙ୍ଗେ ୮ଟି ସ୍ଥାନରେ ଚାଲିଛି ଚଢାଉ

ସୁନ୍ଦରଗଡ଼ ୨୧।୦୯ : ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ସୁନ୍ଦରଗଡ଼ ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ରେଡ୍‌ । ଏହି ରେଡ୍‌ରେ ବିଭିନ୍ନ ଟିମ୍‌ ସାମିଲ ଅଛନ୍ତି ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ସୁନ୍ଦରଗଡ଼ ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ଘରେ ରେଡ୍‌ ଚାଲିଛି । ଏକାସାଙ୍ଗେ ବାସଭବନ ସମେତ ୮ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ । ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ ଭିଜିଲାନ୍ସ ପକ୍ଷରୁ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ରେଡ୍‌ ପରେ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ଦିଆଯିବ ବୋଲି ସୂଚନା ରହିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।