ଅପରାଧ ରାଜ୍ୟ

ଭିଣୋଇର ତୀର ମାଡ଼ରେ ଶଳା ଗୁରୁତର, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ସୋର ୨୦।୧୦ : ଭିଣୋଇ ତୀର ମାଡ଼ରେ ଶଳା ଗୁରୁତର l ଆକ୍ରମଣକାରୀ ଭିଣୋଇକୁ ବାନ୍ଧି ପୋଲିସ ଜିମା ଦେଲେ ଗାଁ ଲୋକେ l ସୋର ଥାନା ସିଙ୍ଗାଖୁଣ୍ଟା ପଂଚାୟତ ଫଠାଆମ୍ବ ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା ।

ତେବେ ଭିଣୋଇ ମୋଟୁ ସିଂ ତୀର ମାଡ଼ରେ ଶଳା ସାଲୁକୁ ଗୁରୁତର ହୋଇଛନ୍ତି । ଗୁରୁତର ସାଲୁ ପିଠିରେ ତୀର ବାଜି ଅଟକି ରହିଥିଲା l ତାଙ୍କୁ ତୁରନ୍ତ ଗ୍ରାମବାସୀଙ୍କ ସହାୟତାରେ ଆମ୍ବୁଲାନ୍ସ ଯୋଗେ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ହସ୍ପିଟାଲରେ ପିଠିରୁ ତୀର ବାହାର କରିଛନ୍ତି ଡାକ୍ତର । ଏବେ ଡାକ୍ତରଖାନାରେ ଚିକିତ୍ସିତ ହୋଉଛନ୍ତି ସାଲୁ । ନିଶାଶକ୍ତ ଅବସ୍ଥାରେ ମୋଟୁ ତାଙ୍କ ଶଳା ସାଲୁକୁ ତୀର ମାରିଥିବା ଗାଁ ଲୋକେ କହିଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।