ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଭୁବନେଶ୍ବରରେ କାୟା ମେଲାଉଛି କରୋନା : ୨୪ ଘଣ୍ଟାରେ ୪୫୧ ସଂକ୍ରମିତ ଚିହ୍ନଟ, ୧୧୭ ସୁସ୍ଥ

ଭୁବନେଶ୍ବର ୧୭/୦୪ : ରାଜଧାନୀ ଭୁବନେଶ୍ବରରେ ଦିନକୁ ଦିନ ବ୍ୟାପକ ହେବାରେ ଲାଗିଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୪୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୯୧ ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏ ନେଇ ଟ୍ବିଟ୍‌ ଯୋଗେ ସୂଚନା ଦେଇଛି ଭୁବନେଶ୍ବର ମ୍ୟୁନିସିପାଲିଟି କର୍ପୋରେସନ ।

୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ମୋଟ ୪୫୧ ଆକ୍ରାନ୍ତଙ୍କ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୩୫,୩୪୧ରେ । ରାଜଧାନୀରେ ଏଯାଏଁ କରୋନାକୁ ମାତ ଦେଲେଣି ୩୨୭୫୫ ଜଣ ସଂକ୍ରମିତ । ବର୍ତ୍ତମାନ ଭୁବନେଶ୍ବରରେ ଆକ୍ଟିଭ୍‌ କେସ୍‌ ୨୩୧୫ ରହିଥିବା ବେଳେ ୨୫୦ ଜଣଙ୍କ ମୃତ୍ୟୁ ହୋଇସାରିଲାଣି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ