ଅପରାଧ ରାଜ୍ୟ

ଭୁବନେଶ୍ୱରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ପାଖରେ ପଡିଛି ଚପଲ ଏବଂ ଗାମୁଛା

ଭୁବନେଶ୍ୱର ୧୮।୧୦ : ଗଛରେ ଝୁଲୁଛି ଯୁବକଙ୍କୁ ମୃତଦେହ । ଭୁବନେଶ୍ୱର ମେ ଫେୟାର ଛକ ନିକଟରେ ଥିବା କୋଠାଘରର ପଣସ ଗଛ ଡାଳରୁ ମିଳିଛି ମୃତଦେହ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ମଙ୍ଗଳବାର ସକାଳ ସମୟରେ ଜଣେ ଯୁବକଙ୍କ ମୃତଦେହ ଗଛରେ ଝୁଲୁଥିବାର ଦେଖିବାକୁ ମିଳିଥିଲା । ପାଚେରୀ ଉପରେ ଚପଲ, ଗୋଟେ ପ୍ୟାଣ୍ଟ, ସାର୍ଟ, ଗାମୁଛା, ସାଲ ରଖି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି l ଘଟଣାସ୍ଥଳରେ ନୟାପଲ୍ଲୀ ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ତଦନ୍ତ ଜାରି ରଖିଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାର ବେଳେ ଶବକୁ ଆମ୍ବୁଲାନ୍ସ ଯୋଗେ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।