ରାଜନୀତି ରାଜ୍ୟ

ଭୋଟ୍ ନଦେଇ ଫେରିଲେ ଭୋଟର

ଯାଜପୁର : ଯାଜପୁର ବିଧାନସଭା ମଣ୍ଡଳୀ ୯୮ ନମ୍ବର ବୁଥରେ ଇଭିଏମ ଅଚଳ। ଆରମ୍ବ ହୋଇପାରୁନି ମତଦାନ। ସକାଳ ୬ ରୁ ଲୋକ ଧାଡ଼ିରେ  ଠିଆ ହୋଇଥିଲେ। ତେବେ ଜଣେ ଭୋଟ ଦେବା ପରେ ମତଦାନ ବନ୍ଦ ରହିଛି। ଇଭିଏମ ଅଚଳ ଯୋଗୁ ମତଦାନ ଆରମ୍ଭ ହୋଇ ପାରି ନଥିଲା।

ଫଳରେ ଭୋଟରଙ୍କ ଭିତରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଥିଲା। ଭୋଟ ନ ଦେଇ ପାରି ବିରକ୍ତ  ହୋଇ ଭୋଟର ଘରକୁ ଫେରିଯାଇଛନ୍ତି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

ରାଜନୀତି ଲାଇଫ୍ ଷ୍ଟାଇଲ

ଭାରତରେ ୧୩.୮ କୋଟି ଲୋକଙ୍କର ସମୀପ ଦୃଷ୍ଟି ସମସ୍ୟା

ନୂଆଦିଲ୍ଲୀ: ଭାରତରେ ସାଧାରଣତଃ ଲୋକଙ୍କର ହାରାହାରି ଆୟୁ ବଢ଼ିବା ସହ ମଧୁମେହ ପୀଡ଼ିତଙ୍କ ସଂଖ୍ୟାରେ ଅସମ୍ଭବ ବୃଦ୍ଧି ଯୋଗୁଁ ତଦନୁସାରେ ଦୃଷ୍ଟିଶକ୍ତି ସମସ୍ୟା ମଧ୍ୟ ବଢ଼ିଚାଲିଛି। ଦୀର୍ଘ
କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର