କଳା ଓ ସଂସ୍କୃତି ଧର୍ମ ରାଜ୍ୟ

ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ଲାଗି କଟକଣା ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ବର: କୋଭିଡ ସଂକ୍ରମଣକୁ ଆଖିରେ ରଖି ରାଜ୍ୟ ସରକାର ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ଲାଗି କଟକଣା ଜାରି କରିଛନ୍ତି। ସାଧାରଣତଃ ଏହି ଅବସରରେ ଶ୍ରଦ୍ଧାଳୁମାନେ ନଦୀ, ପୁଷ୍କରିଣୀ ଆଦି ନିକଟରେ ଭିଡ଼ ଜମାଇଥାନ୍ତି। ସେମାନେ ବୁଡ଼ ପକାଇଥାନ୍ତି। ହେଲେ ଏଥର ଏସବୁକୁ ବାରଣ କରାଯାଇଛି। ସମସ୍ତଙ୍କୁ ଘରେ ରହି ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ପାଳନ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି।

ମକର ମେଳାର ଆୟୋଜନକୁ ବି ବାରଣ କରାଯାଇଛି। ଏଥିରେ ଅବହେଳା ବା ନିୟମ ଉଲ୍ଲଂଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଧର୍ମ

ଖୁବ ଶୀଘ୍ର ନିର୍ମାଣ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ

ରୀକ୍ଷେତ୍ରକୁ ବିଶ୍ୱସ୍ତରୀୟ ଐତିହ୍ୟର ସହର ଭାବେ ଗଢିବା ପାଇଁ ଖୁବ ଶୀଘ୍ର ଆରମ୍ଭ ହେବ ରାଜ୍ୟର ପ୍ରଥମ ଟ୍ରମ୍ପେଟ ବ୍ରିଜ ବା ଶ୍ରୀସେତୁ। ଏଥିପାଇଁ ଆଜି ପ୍ରକଳ୍ପ
ଧର୍ମ

ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ : ଆଜିଠାରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ସ୍ୱାମୀ ନାରାୟଣ ବା ଅକ୍ଷରଧାମ ମନ୍ଦିର। ମହାମାରୀ କରୋନା ପାଇଁ ପ୍ରାୟ ୭ ମାସରୁ ଅଧିକ ଦିନ