ରାଜ୍ୟ

ମଣିଜଙ୍ଗା ଛକରେ ସିରିଜ୍‌ ଦୁର୍ଘଟଣା, ୫ ଗୁରୁତର

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଜଗତସିଂହପୁର ୦୫।୧୨ : କଟକ-ପାରାଦୀପ ରାସ୍ତାର ମଣିଜଙ୍ଗା ଛକ ନିକଟରେ ସିରିଜ ଦୁର୍ଘଟଣା । ୪ଟି ବାଇକ ଓ ଦୁଇଟି କାରକୁ ପିଟିଲା ଏକ ଇଣ୍ଡିକା କାର୍‌ । ଯେଉଁଥିରେ ପାଞ୍ଚ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଏକ ଇଣ୍ଡିକା ସୋମବାର ସକାଳ ସମୟରେ ମଣିଜଙ୍ଗା ଛକ ନିକଟରେ ୪ଟି ବାଇକ୍‌ ଓ ଦୁଇଟି କାର୍‌କୁ ଧକ୍କା ଦେଇଥିଲା । ଯାହାଫଳରେ ଏହି ସିରିଜ୍‌ ଦୁର୍ଘଟଣାରେ ପାଞ୍ଚ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ପ୍ରଥମେ ମଣିଜଙ୍ଗା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ସେମାନଙ୍କୁ କଟକ ସ୍ଥିତ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଦୁର୍ଘଟଣା ଘଟାଇଥିବା ଇଣ୍ଡିକା କାର୍‌କୁ ଜବତ କରିବାକୁ ଚାଳକଙ୍କୁ ତିର୍ତ୍ତୋଲ ଥାନାରେ ଅଟକ ରଖିଛି ପୋଲିସ । ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।