ଅପରାଧ ରାଜ୍ୟ

ମଦ୍ୟପ ସ୍ବାମୀର ଉନ୍ମତ୍ତ କାଣ୍ଡ, ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ବାମୀ

କରଞ୍ଜିଆ ୩୦।୦୫: ମଦ୍ୟପ ସ୍ବାମୀର ଉନ୍ମତ୍ତ କାଣ୍ଡ। ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ବାମୀ। ମୟୂରଭଞ୍ଜ ଜିଲ୍ଲା ଯଶୀପୁର ଥାନା ଅସୁରା ଗାଁ ଖଡ଼ିଆ ସାହିର ଘଟଣା।

ଖବର ଅନୁଯାୟୀ, କୌଣସି କଥାକୁ କେନ୍ଦ୍ର କରି ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ବାମୀ । ମୃତ ସ୍ତ୍ରୀ ହେଲେ କାଲି ଦେହୁରୀ। ହତ୍ୟା କରିବା ପରେ ସ୍ବାମୀ ଭରତ ଦେହୁରୀ ଫେରାର ହୋଇଯାଇଛନ୍ତି। ସେପଟେ ହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ ଯଶୀପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।