ଅପରାଧ ରାଜ୍ୟ

ମର୍ଣ୍ଣିଂ ଓ୍ୱାକ୍ ବେଳେ ଆକ୍ରମଣ କଲା ଭାଲୁ, ଯୁବକ ଗୁରୁତର

ନୀଳଗିରି,୧୨/୦୬: ମର୍ଣ୍ଣିଂ ଓ୍ୱାକ୍ ବେଳେ ଆକ୍ରମଣ କଲା ଭାଲୁ । ଜଣେ ଗୁରୁତର । ଏପରି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲାର ନୀଳଗିରି ଅଞ୍ଚଳରେ।

ସୂଚନାନୁସାରେ, ରବିବାର ସକାଳେ ଆରବନ୍ଦ ପଞ୍ଚାୟତ ଡ଼ାହିସାହି ଅଞ୍ଚଳର ଶୁକୁରା ଝାମ୍ପଙ୍କ ପୁଅ ରାଜୁ ମର୍ଣ୍ଣିଂ ୱାକ୍ କରୁଥିବା ବେଳେ ଏକ ଭାଲୁ ହାବୁଡ଼ରେ ପଡି ଯାଇଥିଲେ। ଭାଲୁଟି ଅତର୍କିତ ଭାବେ ତାଙ୍କୁ ଆକ୍ରମଣ କରିଥିଲା। ରାଜୁଙ୍କ ପେଟର,ହାତରେ ଗଭୀର କ୍ଷତ ଲାଗିଥିଲା । ତେବେ ତାଙ୍କୁ ଉଦ୍ଧାର କରାଯାଇ ୧୦୮ ଆମ୍ବୁଲାନ୍ସରେ ନୀଳଗିରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।