ଅପରାଧ ରାଜ୍ୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ବୃଦ୍ଧ ଦମ୍ପତ୍ତିଙ୍କ ଜୀବନ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.
ଦାରିଙ୍ଗବାଡ଼ି ୦୫।୧୨ : କାର୍‌ ସହିତ ଲୁନାର ମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀଙ୍କ ମୃତ୍ୟୁ ହୋଇଯାଇଛି । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଥାନା କିରୀପୁଟ ପଞ୍ଚାୟତ ଏମୋପକ୍ଷୀ ବ୍ରିଜ୍‌ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।

ଖବର ଅନୁଯାୟୀ, ଦାରିଙ୍ଗବାଡି ଥାନା କୁମ୍ଭାରମୁଣ୍ଡା କଲୋନୀ ସାହିର କାମଦେବ ଦିଗାଲ ଏବଂ ସ୍ତ୍ରୀ ବିବିକା ଦିଗାଲ କୌଣସି କାମରେ ଯାଇଥିଲେ । ବାଲିଗୁଡ଼ାରୁ କାମ ସାରି ଉଭୟ ବୃଦ୍ଧା ଦମ୍ପତ୍ତି ଫେରିବା ସମୟରେ ଏକ କାର୍‌ ସହିତ ଧକ୍କା ହୋଇଥିଲା । ଏହାପରେ ତୁରନ୍ତ ବୃଦ୍ଧ ଦମ୍ପତ୍ତିଙ୍କୁ ଗାଡି ଯୋଗେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ଉଭୟଙ୍କ ମୃତ୍ୟୁ ଘୋଷଣା କରିଥିଲେ । ଦାରିଙ୍ଗବାଡ଼ି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ଏହାସହିତ ଦୁର୍ଘଟଣା ଘଟାଇଥିବା କାର୍‌କୁ ମଧ୍ୟ ଜବତ କରିଛନ୍ତି ।
ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।