ଅପରାଧ ରାଜ୍ୟ

ମହିଳାଙ୍କୁ ଧକ୍କା ଦେଇ ଘୋଷାଡି ନେଲା ବସ୍, ଘଟଣାସ୍ଥଳରେ ମୃତ୍ୟୁ

ରାଉରକେଲା ୧୧।୭: ରାଉରକେଲା ବିଶ୍ରା ଛକରେ ଦୁର୍ଘଟଣା । ମହିଳାଙ୍କୁ ଧକ୍କା ଦେବା ପରେ ଘୋଷାଡି ନେଇଗଲା ବସ୍ । ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ଘଟିଛି ।

ସୂଚନାଯୋଗ୍ୟ ଯେ, ରାଉରକେଲା ସହର ବିଶ୍ରା ଛକରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ମହିଳାଙ୍କୁ ଧକ୍କା ଦେବା ବସ୍ । ଧକ୍କା ଦେବା ପରେ ଘୋଷାଡି ନେଇଗଲା ବସ୍ । ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କୁଆଁରମୁଣ୍ଡା ଅଞ୍ଚଳର ମିନତୀ ଦାସ । ମୃତଦେହ ଜବତ କରି ରାଉରକେଲା ସରକାରୀ ଡାକ୍ତରଖାନାକୁ ପଠାଇଛି ପୋଲିସ । ଦୁର୍ଘଟଣା ଘଟାଇଥିବା ବସ୍‌କୁ ଜବତ କରି ପୋଲିସ ତଦନ୍ତ ଆରମ୍ଭ କରିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।