ଅପରାଧ ରାଜ୍ୟ

ମହିଳାଙ୍କ ଝୁଲନ୍ତା ମୃତଦେହ ଠାବ, ସ୍ୱାମୀଙ୍କୁ ଅଟକ ରଖିଛି ପୋଲିସ

ଜଟଣୀ ୨୩।୦୭: ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଜଟଣୀ ଥାନା କୁଶୁମାଟି ଗାଁରୁ ମିଳିଛି ଏହି ମୃତଦେହ । ମୃତକ ହେଲେ ଝୁନା ମହାନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସେପଟେ ଝିଅକୁ ହତ୍ୟା କରାଯାଇଥିବା ବାପ ଘର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ପରେ ସ୍ବାମୀ ସିଦ୍ଧାର୍ଥ ପରିଡାକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ଜଟଣୀ ପୋଲିସ । ଯୌତୁକ ପାଇଁ ହତ୍ୟା କରାଯିବା ନେଇ ଅଭିଯୋଗ କରିଛନ୍ତି ମୃତକଙ୍କ ପରିବାର ଲୋକେ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।