ଅପରାଧ ରାଜ୍ୟ

ମାଓବାଦୀ ନାଁରେ ମାଗୁଥିଲେ ଟଙ୍କା, ୨ ଜଣଙ୍କୁ ଗିରଫ କଲା ପୋଲିସ

କଳାହାଣ୍ଡି ୨୫।୬: କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍‌ରୁ ୨ ନକଲି ମାଓବାଦୀ ଗିରଫ ହୋଇଛନ୍ତି । ବିଭିନ୍ନ ବ୍ୟବସାୟୀ ତଥା ଠିକାଦାରମାନଙ୍କୁ ମାଓବାଦୀ ନାଁରେ ଟଙ୍କା ମାଗୁଥିବା ଅଭିଯୋଗ ହୋଇଥିଲା । ଫଳରେ ୨ ଜଣଙ୍କୁ ଗିରଫ କରାଯାଇଥିବା ନେଇ କଳାହାଣ୍ଡି ଏସପି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।

ସଂପୃକ୍ତ ଦୁଇ ଜଣ ବିଭିନ୍ନ ଲୋକଙ୍କଠାରୁ ପ୍ରାୟ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କା ନେଇଥିବା ସୂଚନା ମିଳିଛି । ଉକ୍ତ ଦୁଇ ଜଣଙ୍କ ନାଁ ବିଭିନ୍ନ ଥାନାରେ ପ୍ରାୟ ୫ଟିରୁ ଅଧିକ କେସ୍ ରୁଜ୍ଜୁ ହୋଇଥିଲା । ତାଙ୍କ ନିକଟରରୁ ୩ଟି ମୋବାଇଲ ଫୋନ୍, ୧ ଲକ୍ଷ ନଗଦ ଟଙ୍କା, ଗୋଟିଏ ବାଇକ୍ ଏବଂ ଗୋଟିଏ ଅର୍ଦ୍ଧନିର୍ମିତ ଘର ମଧ୍ୟ ପୋଲିସ ଜବତ କରିଛି ବୋଲି ଏସପି ସୂଚନା ଦେଇଛନ୍ତି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।