ଅପରାଧ ରାଜ୍ୟ

ମାଛ ଧରୁ ଧରୁ ଜାଲରେ ଲାଗିଲା ନାବାଳିକାର ମୃତ ଦେହ, ହତ୍ୟା ପରେ ଫୋପାଡିଦେଇଥିବା ସୂଚନା

ଜଳେଶ୍ୱର ୦୨/୦୯: ମାଛ ଧରୁ ଧରୁ ଜାଲରେ ଲାଗିଲା ଅଜଣା ନାବାଳିକାର ମୃତ ଦେହ । ଘଟଣାକୁ ନେଇ ପୋଲିସର ତଦନ୍ତ ଜାରି ରହିଛି । ସୂଚନା ଅନୁଯାୟୀ ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ବଡ଼ ତାଳପଦା ଗ୍ରାମରେ ଥିବା ପାଶି ଖାଳରେ ଆଜି ସକାଳ ସମୟରେ ଗ୍ରାମର ବୁଲୁ ଦଳାଇ ନାମକ ଏକ ବ୍ୟକ୍ତି ମାଛ ଧରିବା ପାଇଁ ଜାଲ ଦେଇଥିଲା ବେଳେ ଜାଲରେ ଏକ ଅଜଣା ନାବାଳିକାର ମୃତ ଶରୀର ଲାଗି ଥିବା ଦେଖିବାକୁ ପାଇଥିଲେ ।

ବୁଲୁ ଏକଥା ସଂଗେ ସଂଗେ ଗ୍ରାମ ବାସୀଙ୍କୁ ଜଣାଇ ଥିଲେ । ଗ୍ରାମବାସୀ ସଂଗେ ସଙ୍ଗେ ବାଲିଆପାଳ ଥାନାକୁ ଜଣାଇଥିଲେ । ଖବର ପାଇ ପୋଲିସ ଘଟଣା ସ୍ଥଳରେପହଂଚି ଶବ ଜବତ କରି ତଦନ୍ତ ଜାରୀ ରଖିଥିଲା ବେଳେ । ନାବାଳିକାଟିକୁ ହତ୍ୟାକରି କେହି ଫିଙ୍ଗି ଦେଇଛି ନା ଆଉ କଣ ତଦନ୍ତ ପରେ ଫିଟିବ ଗୁମର ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।