ରାଜ୍ୟ

ମାଟି ଅତଡ଼ା ଖସି ୩ ଶ୍ରମିକଙ୍କ ମୃତ୍ୟୁ

ଯାଜପୁର: ଯାଜପୁର ଜିଲ୍ଲା ବିଞ୍ଝାରପୁର କପିଳା ରାହାଁସ ନିକଟରେ ଗତ ରାତିରେ ମାଟି ଅତଡ଼ା ଖସି ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଲ ଆଣ୍ଡ ଟି ପାଇପ ଲାଇନ କାମ ବେଳେ ଏହି ଅଘଟଣ ଘଟିଛି। ମୃତ ୩ ଜଣ ତାମିଲନାଡ଼ୁ ଓ ବିହାରର ବୋଲି ଜଣାପଡ଼ିଛି।

କପିଳା ପଞ୍ଚାୟତ ରାହାଁସ ନିକଟରେ ଏଲ ଆଣ୍ଡ ଟି କମ୍ପାନୀର ପାଇପ ଲାଇନ୍‌ କାମ ଚାଲିଛି। ଗତ ରାତିରେ କାମ ଚାଲିଥିବା ବେଳେ ତଳେ ୩ ଶ୍ରମିକ କାମ କରୁଥିଲେ। ହଠାତ୍‌ ସେମାନଙ୍କ ଉପରେ ମାଟି ଅତଡ଼ା ଖସି ପଡ଼ିଥିଲା।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।