ରାଜ୍ୟ ସ୍ପେଶାଲ ରିପୋର୍ଟ

ମାଥିଭାଥାନନ୍‌ଙ୍କ ଅଲୋଡ଼ା ରେକର୍ଡ

ବନ୍ଧୁ ଆପଣଙ୍କୁ ଆମ ନ୍ୟୁଜ ପୋର୍ଟାଲକୁ ସ୍ଵାଗତ ଆପଣଙ୍କ ପାଇଁ ଆମେ ସବୁବେଳେ କିଛି କିଛି ଖାସ ଖବର ନେଇ ଆସିବୁ ତେବେ ଚାଲନ୍ତୁ ଆଲୋଚନା କରିବା ଆଜି ର ବିଷୟ ବସ୍ତୁ ଉପରେ.

ଭୁବନେଶ୍ବର : ବରିଷ୍ଠ ପ୍ରଶାସନିକ ଅଧିକାରୀ ଜି.ମାଥିଭାଥାନନ୍ ଏକ ଅଲୋଡ଼ା ରେକର୍ଡ କରିଛନ୍ତି। ସେ ସଂସଦୀୟ ବ୍ୟାପାର ବିଭାଗରେ ପ୍ରାୟ ୧୩ବର୍ଷ ହେଲା ସଚିବ ଦାୟିତ୍ବରେ ଅଛନ୍ତି। ଏହାସହ ଗୃହ ଓ ନଗର ଉନ୍ନୟନ ବିଭାଗରେ ସେ ପ୍ରାୟ ୯ବର୍ଷ ହେଲା କାର୍ଯ୍ୟ କରୁଛନ୍ତି। ସଂସଦୀୟ ବ୍ୟାପାର ବିଭାଗରେ ୧୨.୦୪.୨୦୧୦ରୁ ଏବଂ ନଗର ଉନ୍ନୟନ ବିଭାଗରେ ୧୨.୦୬.୨୦୧୪ରୁ କାର୍ଯ୍ୟ କରୁଛନ୍ତି।

କେବଳ ମାଥିଭାଥାନନନ୍ ନୁହେଁ , ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ମୋନା ଶର୍ମା ଉକ୍ତ ବିଭାଗରେ ସା‌ଢ଼େ ତିନି ବର୍ଷ (୧୯.୦୮.୨୦୧୯ରୁ), ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଉକ୍ତ ବିଭାଗରେ ସାଢ଼େ ତିନି ବର୍ଷ (୩୦.୦୮.୨୦୧୯ରୁ), ସାମାଜିକ ସୁରକ୍ଷା‌ ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ସଚିବ ଭାସ୍କର ଜ୍ୟୋତି ଶର୍ମା ଉକ୍ତ ବିଭାଗରେ ସାଢ଼େ ତିନି ବର୍ଷ (୦୮.୦୮.୨୦୧୯ରୁ), ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବ ବୀର ବିକ୍ରମ ଯାଦବ ଉକ୍ତ ବିଭାଗରେ ସାଢ଼େ ୫ବର୍ଷ (୧୧.୧୦.୨୦୧୭ରୁ), ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ପ୍ରମୁଖ ସଚିବ ମନୋଜ କୁମାର ମିଶ୍ର ଉକ୍ତ ବିଭାଗରେ ସାଢ଼େ ତିନି ବର୍ଷ (୧୯.୦୮.୨୦୧୯ରୁ) କାର୍ଯ୍ୟରତ ଅଛନ୍ତି। ଏହି ସଚିବମାନେ ଗୋଟିଏ ଗୋଟିଏ ବିଭାଗରେ ୩ବର୍ଷରୁ ଅଧିକ ସମୟ କାର୍ଯ୍ୟ କରୁଛନ୍ତି।

ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି।

ଆପଣଙ୍କୁ ଆମେ ଏମିତି ସ୍ଵାସ୍ଥ୍ୟ ,ବାସ୍ତୁ,ସ୍ପେଶାଲଖବର,ଭାଈରଲ ଖବର, ଓଲିଉଡ,ବଲିଉଡ,ଦୈନନ୍ଦିନ ରାଶିଫଳ, ସାପ୍ତାହିକ,ମାସିକ,ରାଶିଫଳ ସମ୍ଵନ୍ଧୀୟ ଖବର ଆପଣଙ୍କ ପାଇଁ ନେଇ ଆସିବୁ l ଆମ ସହ ଯୋଡ଼ି ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।ଆମ ତଥ୍ୟ ଭଲ ଲାଗିଲେ ସେୟାର କରନ୍ତୁ ସାଙ୍ଗ ମାନଙ୍କ ସହ ଏବଂ ମତାମତ ଦେବାକୁ ଅନୁରୋଧ,ଜଗନ୍ନାଥଙ୍କ ପାଖରେ ଏତିକି ପାର୍ଥନା ଆପଣଙ୍କୁ ଭଲରେ ରଖନ୍ତୁ ଜୟ ଜଗନ୍ନାଥ ଖବରକୁ ପୁରା ପଢିଥିବାରୁ ଧନ୍ୟବାଦ ଭଲ ଲାଗିଲେ ନିଶ୍ଚୟ ତଳେ ଲାଇକ କରିବେ l

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।