ଅପରାଧ ରାଜ୍ୟ ସ୍ପେଶାଲ ରିପୋର୍ଟ

ମାଲକାନଗିରି ସୀମାନ୍ତରେ ମାଓ ହିଂସା, ରାସ୍ତା ନିର୍ମାଣରେ ନିୟୋଜିତ ଥିବା ଗାଡିକୁ ପୋଡିଲେ

ମାଲକାନଗିରି ୨୧।୦୬ : ମାଲକାନଗିରି ସୀମାନ୍ତ ତେଲେଙ୍ଗାନାରେ ପୁଣି ମାଓ ହିଂସା । ଭଣ୍ଡାରି କୋତ୍ତାଗୂଡେମ ଜିଲ୍ଲାରେ ଗାଡି ପୋଡିଦେଲେ ମାଓବାଦୀ ।

ଖବର ଅନୁଯାୟୀ, ଚେରଲା ଥାନା ଗୋରକୋଣ୍ଡା ଗାଁ ନିକଟରେ ବନ ବିଭାଗ ତରଫରୁ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଥିଲା । ଠିକ ଏହି ସମୟରେ ନକ୍ସଲ ମାନେ ସେଠାରେ ପହଞ୍ଚି ଏକ ପ୍ରୋକଲିନ ମେସିନକୁ ନିଆଁ ଲଗାଇ ପୋଡି ଦେଇଛନ୍ତି । ପୁର୍ବରୁ ଏହି ରାସ୍ତା କାମକୁ ବିରୋଧ କରି ଆସୁଥିଲେ ଲାଲ୍ ବାହିନୀ । ଘଟଣା ସ୍ଥଳରେ ସିଆରପିଏଫ ଓ ଏସଟିଏଫ ବାହିନୀ ପହଞ୍ଚି କୁମ୍ବିଂ ଅପରେସନ ଆରମ୍ଭ କରିଛନ୍ତି ।ସେପଟେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଯାଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।