ରାଜ୍ୟ

ମା ଡାକେଶ୍ୱରି ମନ୍ଦିର ଦର୍ଶନ କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଧର୍ମେନ୍ଦ୍ର ପ୍ରଧାନ

ଅନୁଗୋଳ: ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ସ୍ଥିତ ମା ଡ଼ାକେଶ୍ୱରି ଙ୍କ ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ ଓ ଛେଣ୍ଡିପଦା ବିଜେପି ବିଧାୟକ ପ୍ରାର୍ଥୀ ଅଗସ୍ତି ବେହେରା। ଦର୍ଶନ କରି ଆଶୀର୍ବାଦ ପ୍ରାର୍ଥନା କଲେ।”ଧର୍ମେନ୍ଦ୍ର ପ୍ରଧାନ ଜଣେ ସୁପର ଷ୍ଟାର”,ଲୋକସଭା ଆସନରୁ ନିର୍ବାଚନ ଲଢ଼ୁଥିବା ବେଳେ , ଛେଣ୍ଡିପଦା ବିଧାନସଭା ପ୍ରାର୍ଥୀ ହୋଇ ନିର୍ବାଚନ ଲଢିବା ସୌଭାଗ୍ୟ ଜନକ ଓ ସହାୟକ ମଧ୍ୟ। ଛେଣ୍ଡିପଦା ବିଧାନ ସଭା ରୁ ବିଜେପି ରୁ ଟିକେଟ ପାଇ ଖୁସି ବ୍ୟକ୍ତ କରିଛନ୍ତି ଅଗସ୍ତି ବେହେରା। ଛେଣ୍ଡିପଦା ର ଖଣି ଖାଦାନ ଓ ବିସ୍ଥାପନ ସମସ୍ୟା ନେଇ ନିର୍ବାଚନ ଲଢିବ ବିଜେପି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।