ଅପରାଧ ରାଜ୍ୟ

ମୁକୁଳା ଡ୍ରେନ୍‌ରେ ପଡିଛି ମୃତଦେହ, ହତ୍ୟାର କାରଣ ଖୋଜୁଛି ପୋଲିସ

ପୁରୀ ୧୮।୦୫: ମୁକୁଳା ଡ୍ରେନରେ ପଡିଛି ମୃତଦେହ। ପୁରୀ ବଡ଼ଦାଣ୍ଡ ମାର୍କେଟ ଛକ ନିକଟ ନାଳରେ ମୃତଦେହ ପଡି ରହିଛି । ମୃତକ ଜଣେ ରିକ୍ସା ଚାଳକ। ସେ ଚନ୍ଦନପୁର ଅଂଚଳର ଗେଡା ସାହୁ।

ତେବେ ନାଳରେ ପଡି ସେ ମୃତ୍ୟୁବରଣ କରିଛନ୍ତି ନା ତାଙ୍କୁ କିଏ ମାରି ଡ୍ରେନରେ ପକାଇଦେଇଛି । ସେନେଇ ସନ୍ଦେହ ସୃଷ୍ଟି ହେଉଛି। ବଡଦାଣ୍ଡରେ ମୁକୁଳା ଡ୍ରେନ ଥିବାରୁ ଏଭଳି ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ କୁମ୍ଭାରପଡା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।