ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ମୁମ୍ବାଇ-ପୁଣେ ଏକ୍ସପ୍ରେସ୍ଓ୍ବେରେ ଭୟଙ୍କର ଦୁର୍ଘଟଣା, ୫ଜଣଙ୍କ ମୃତ୍ୟୁ, ୩ଜଣ ଗୁରୁତର

ମୁମ୍ବାଇ: ମୁମ୍ବାଇ-ପୁଣେ ଏକ୍ସପ୍ରେସ୍ ହାଇଓ୍ବେରେ ମର୍ମନ୍ତୁଦ ଦୁର୍ଘଟଣା । ଏହି ଭୟଙ୍କର ସଡ଼କ ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଛି । ୩ଜଣ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଦୁଇଟି କାର୍ ଧକ୍କା ହେବା ଫଳରେ ଦୁର୍ଘଟଣା ଘଟିଛି ।

ସୂଚନା ଅନୁଯାୟୀ, ଏହି ସଡ଼କ ଦୁର୍ଘଟଣା ଶୁକ୍ରବାର ଭୋରୁ ମୁମ୍ବାଇ-ପୁଣେ ଏକ୍ସପ୍ରେସ୍ ହାଇଓ୍ବେର ଖୋପୋଲି ନିକଟରେ ଘଟିଛି । ଗୋଟିଏ କାର୍ ଅନ୍ୟ ଏକ କାରକୁ ପଛପଟୁ ଧକ୍କା ଦେବା ଯୋଗୁ ଦୁର୍ଘଟଣା ଘଟିଛି । ଏଥିରେ ୫ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି । ଖବର ପାଇ ପୋଲିସ ଓ ସ୍ଥାନୀୟ ଲୋକ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । ୩ ଗୁରୁତରଙ୍କୁ ଚିକିତ୍ସା କରାଯାଉଛି ।…

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ