ଭୁବନେଶ୍ବର ୨୪।୨: ମେ ୧୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ୧୮ ତାରିଖରୁ ଆରମ୍ଭ ହେଉଥିବା ବେଳେ ଜୁନ୍ ୧୨ ତାରିଖରେ ପରୀକ୍ଷା ସରିବ । ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।