ଦେଶ ବିଦେଶ ସ୍ପେଶାଲ ରିପୋର୍ଟ

ମୌସୁମୀ ଅଧିବେଶନର ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ

ନୂଆଦିଲ୍ଲୀ; ସଂସଦର ମୌସୁମୀ ଅଧିବେଶନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ।

ଏହା ପୂର୍ବରୁ ଆଜି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ବିଦେଶ ବ୍ୟାପାର ମନ୍ତ୍ରୀ ଭି ମୁରଲୀଧରନ ଉପସ୍ଥିତ ଥିଲେ। ସଂସଦୀୟ ବ୍ୟାପାର ସଚିବ ଏହି ବୈଠକ ପରିଚାଳନା କରିଥିବାବେଳେ ବିଭିନ୍ନ ବିଭାଗର ସଚିବ ଓ ବରିଷ୍ଠ ଅଧିକାରୀମା‌ନେ ଉପସ୍ଥିତ ଥିଳେ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ