ଦେଶ ବିଦେଶ ରାଜ୍ୟ ସ୍ୱାସ୍ଥ୍ୟ

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଶରୀରର ବିଭିନ୍ନ ସ୍ଥାନରେ ଲାଗିଛି ଗଭୀର ଆଘାତ

ପୁରୀ ୧୨।୧୨: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ପୁରୀ ବାସେଳୀ ସାହି ଥାନା ବାଲିସ୍କୁଲ ନିକଟରେ ଆକ୍ରମଣ ହୋଇଛି । ଗୁରୁତର ଯୁବକ ଜଗନ୍ନାଥ ବସ୍ତି ପଞ୍ଚମୁଖି ବିହାର ଅଞ୍ଚଳର ଗଣେଶ ପ୍ରଧାନ । ଗଣେଶଙ୍କ ମୁଣ୍ଡ, ବାମ ହାତ, ବେକ ଓ କାନରେ ଗଭୀର ଆଘାତ ଲାଗିଛି । ଗୁରୁତର ଅବସ୍ଥାରେ ତାଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ ଆକ୍ରମଣର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ଖେଳ ଦେଶ ବିଦେଶ ସ୍ୱାସ୍ଥ୍ୟ

କପିଲ ଦେବ ହୃଦଘାତରେ ଆକ୍ରାନ୍ତ, ଦିଲ୍ଲୀ ହସପିଟାଲରେ ଆଞ୍ଜିୟୋପ୍ଲାଷ୍ଟ ପରେ ଚିକିତ୍ସାଧୀନ

ନୂଆଦିଲ୍ଲୀ ୨୩/୧୦: ଭାରତର କିମ୍ବଦନ୍ତୀ କ୍ରିକେଟର କପିଲ ଦେବ ହୃଦଘାତରେ ଆକ୍ରାନ୍ତ ହେବାରୁ ଦିଲ୍ଲୀ ହସପିଟାଲରେ ତାଙ୍କୁ ଭର୍ତି କରାଯାଇଛି। ତାଙ୍କର ଆଞ୍ଜିୟୋପ୍ଲାଷ୍ଟି କରାଯାଇଛି। ତେବେ ଏବେ