ଅପରାଧ ରାଜ୍ୟ

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ବୁର୍ଲା ସ୍ଥାନାନ୍ତର

ସୁନ୍ଦରଗଡ ୧୦।୦୯ : ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ସୁନ୍ଦରଗଡ ଟାଉନ ଥାନା ସୁନାରିପଡାର ଘଟିଛି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଥିବା ସୂଚନା । ଗୁରୁତର ଯୁବକ ଜଣଙ୍କ ହେଲେ କୁଲୁ । ଗୁରୁତର ଅବସ୍ଥାରେ ପ୍ରଥମେ ସୁନ୍ଦରଗଡ ମେଡିକାଲ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ବିଗିଡିବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଖୋଲତାଡ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।