ଅପରାଧ ରାଜ୍ୟ

ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ଭୁବନେଶ୍ବର ୨୫।୮: ଭୁବନେଶ୍ବର ଭିଏସଏସ ନଗର ଅଞ୍ଚଳରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର ହୋଇଛି । ଟ୍ରେନ୍‌ରେ କଟିଯାଇଥିବା ସନ୍ଦେହ କରାଯାଉଛି । ଯୁବକଙ୍କ ପରିଚୟ ମିଳିପାରିନଥିବା ବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ଭିଏସଏସ ନଗ ସ୍ଥିତ ରେଳ ଧାରଣାରୁ ଜଣେ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର ହୋଇଛି । ଯୁବକ ଜଣଙ୍କ ଟ୍ରେନ୍‌ରେ କଟି ଯାଇଥିବା ସନ୍ଦେହ କରାଯାଇଛି । ଖବର ଲେଖା ହେବା ପର୍ଯ୍ୟନ୍ତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ତେବେ ଯୁବକଙ୍କ ପକେଟରୁ ଏକ ପଲସର ବାଇକ୍‌ର ଚାବି ମିଳିଛି ।

ତେବେ କେଉଁ ପରିସ୍ଥିତିରେ ଯୁବକଙ୍କ ମୃତ୍ୟୁ ହୋଇଛି ତାହା ଅସ୍ପଷ୍ଟ ରହିଛି । ଯୁବକ ଜଣଙ୍କ ଆତ୍ମହତ୍ୟା କରିଛନ୍ତି ନା ମୃତ୍ୟୁ ପଛରେ ଅନ୍ୟ କିଛି କାରଣ ରହିଛି ତାହାକୁ ନେଇ ଜିଆରପି ତଦନ୍ତ ଜାରି ରଖିଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।