ଅପରାଧ ରାଜ୍ୟ

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମଗିରି ୨୧।୬: ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଲେ ପୁରୀ ଚୁଡଙ୍ଗ ସାହିର କାହ୍ନ ସ୍ବାଇଁ ।

ସୂଚନାଯୋଗ୍ୟ ଯେ, ବ୍ରହ୍ମଗିରି ଥାନା ଅନ୍ତର୍ଗତ ଖିଲକଣ୍ଟିଆ ରାସ୍ତା ବିନାୟକନଗରର ଜନୈକ ବ୍ୟକ୍ତିଙ୍କ ବାରିରେ ଥିବା ଆମ୍ବ ଗଛରେ ମୃତଦେହ ଝୁଲୁଥିବା ସକାଳୁ ଦେଖିବାକୁ ମିଳିଥିଲା । ହତ୍ୟା କରାଯାଇଥିବା ନେଇ ମୃତ ଯୁବକଙ୍କ ଭାଇ ଅଭିଯୋଗ କରିଛନ୍ତି । ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।