ଅପରାଧ ରାଜ୍ୟ

ରକେଟ୍‌ ବାଣ ଫୁଟାଇବା ବେଳେ ଅଘଟଣ, ଜଳିଗଲା ଯୁବକଙ୍କ ମୁହଁ

ସୋର,୦୪/୧୧: ବାଣ ଫୁଟି ଜଣେ ଯୁବକଙ୍କ ମୁହଁ ଜଳିଯାଇଛି l ଖଇରା ବ୍ଲକ କ୍ଷୀରପଦା ଗ୍ରାମରେ ଏକ ଶୋଭାଯାତ୍ରା ଚାଲିଥିବା ବେଳେ ଏପରି ଅଘଟଣ ଘଟିଛି l ଶୋଭାଯାତ୍ରାରେ ଉକ୍ତ ଗାଁର ଯୁବକ ସେକ ସକରାଉଦ୍ଦୀନ ରକେଟ ବାଣ ଫୁଟାଉଥିବା ବେଳେ ବାଣଟି ମୁହଁରେ ଫୁଟିବାରୁ ସେ ଗୁରୁତର ହୋଇପଡିଥିଲା l ଫଳରେ ଯୁବକଙ୍କ ମୁହଁ ଜଳିଯାଇଛି l ସ୍ଥାନୀୟ ଲୋକେ ଉଦ୍ଧାର କରି ପ୍ରଥମେ ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ପରେ ତାଙ୍କୁ ବାଲେଶ୍ୱର ସ୍ଥାନାନ୍ତର କରାଯଇଛି l

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।