ରାଜ୍ୟ ସ୍ପେଶାଲ ରିପୋର୍ଟ

ରସୁଲପୁରରେ ଭୁଶୁଡ଼ିଲା ପୋଲ: ବାଲେଶ୍ବର ଓ ଯାଜପୁରରୁ କଟକ ରାସ୍ତାରେ ଯାତାୟତ ବାଧାପ୍ରାପ୍ତ

ଯାଜପୁର: ୧୬ ନମ୍ବର ଜାତୀୟ ରାଜପଥ ରସୁଲପୁର ବ୍ଲକ ଛକ ନିକଟରେ ଥିବା ଏକ ପୋଲ ଆଜି ଭୋର ସମୟରେ ଭୁଶୁଡ଼ି ପଡ଼ିଛି। ତେବେ ଏଥିରୁ ଅଳ୍ପକେ ବର୍ତିଛନ୍ତି ଏକାଧିକ ବସ ଓ ଟ୍ରକ। ପୋଲର କୁଆଖିଆ ଛକ ଆଡ଼କୁ ଶେଷ ପିଲାର ଯୋଡ଼ ନିକଟରୁ ଖସିଯାଇଛି। ବାଲେଶ୍ବର ଓ ଯାଜପୁରରୁ କଟକକୁ ସଂଯୋଗ କରୁଥିବା ରାଜପଥରେ ଯାତାୟତ ବାଧାପ୍ରାପ୍ତ ହୋଇଛି।

୭୦ ବର୍ଷର ପୁରୁଣା ପୁରୁଣା ପୋଲ ସୁଦୃଢ଼ ଥିବା ବେଳେ ମାତ୍ର୧୫ ବର୍ଷ ପୁରୁଣା ପୋଲ ଭୁଶୁଡ଼ି ଯାଇଥିବା ହେତୁ  ସ୍ଥାନୀୟ ଲୋକମାନେ ଠିକାଦାରକୁ ଦାୟୀ କରିଛନ୍ତି। ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଥିବା ଖବର ପାଇ କୁଆଖିଆ ପୁଲିସ ରାସ୍ତାକୁ ସିଲ୍ କରିଥିବା ବେଳେ ଜମା ହୋଇଥିବା ଲୋକମାନଙ୍କୁ ନିୟନ୍ତ୍ରଣ କରୁଛି।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।