ଅପରାଧ ରାଜ୍ୟ

ରାଉରକେଲାରେ ଏନ୍‌କାଉଣ୍ଟର : ଅପରାଧୀ ଗୁରୁତର, AK-47 ଜବତ

ରାଉରକେଲା ୨୫।୦୬: ରାଉରକେଲାରେ ଏନକାଉଣ୍ଟର। ରାଉରକେଲା ଚାନ୍ଦିପୋଷ ଥାନା ଅଞ୍ଚଳରେ ଏନ୍‌କାଉଣ୍ଟର । ଏହି ଏନକାଉଣ୍ଟରରେ ଜଣେ କୁଖ୍ୟାତ ଅପରାଧୀ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ RGHରେ ଭର୍ତ୍ତି କରାଯାଇଛି ।

ତେବେ ଗୁରୁତର ଅପରାଧୀ ହେଲେ ବିଶ୍ବଜିତ ସାହୁ । ତାଙ୍କ ବାମ ଗୋଡରେ ବାଜିଛି ଗୁଳି ।ଏହାସହ ଅନ୍ୟ ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ମଧ୍ୟ ଗିରଫ କରାଯାଇଛି । ଏନ୍‌କାଉଣ୍ଟରରେ ଅପରାଧୀ ଠାରୁ ଗୋଟିଏ AK-47 ରାଇଫଲ୍, ଗୋଟିଏ ପିସ୍ତଲ, ୧୫ରୁ ଉର୍ଦ୍ଧ୍ବ ଜୀବନ୍ତ ଗୁଳି, ଗୋଟିଏ କାର୍ ଜବତ ହୋଇଛି ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।