ରାଜ୍ୟ ସ୍ପେଶାଲ ରିପୋର୍ଟ

ରାଉରକେଲାରେ ହକି ମହାକୁମ୍ଭ ପ୍ରସ୍ତୁତି, ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବଙ୍କ ସହ କ୍ରୀଡା ସଚିବ

ରାଉରକେଲା ୧୭/୧୧: ୨୦୨୩ରେ ରାଉରକେଲାରେ ଅନୁଷ୍ଠିତ ହେବାକୁ ଯାଉଛି ହକି ମହାକୁମ୍ଭ ପୁରୁଷ ହକି ବିଶ୍ୱ କପ । ସେଥିପାଇଁ ଆଜି ରାଉରକେଲା ଗସ୍ତ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।

ମୁଖ୍ୟ ଶାସନ ସଚିବଙ୍କ ସହ କ୍ରୀଡା ସଚିବ ଭିନିଲ କ୍ରିଷ୍ଣା ମଧ୍ୟ ସ୍ୱତନ୍ତ୍ର ବିମାନ ଯୋଗେ ସକାଳ ୧୦.୪୮ ମିନିଟ୍‌ରେ ରାଉରକେଲା ବିମାନ ବନ୍ଦରରେ ପହଞ୍ଚିଥିଲେ । ଗସ୍ତ କାଳରେ ପ୍ରଥମେ ବିମାନ ବନ୍ଦରର ସମ୍ପ୍ରସାରଣ କାମ, BPUT ପରିସରରେ ଚାଲିଥିବା ଦେଶର ବୃହତମ ବିର ବିର୍ଷା ମୁଣ୍ଡା ହକି ଷ୍ଟାଡିୟମ, ବିର ବିର୍ଷା ମୁଣ୍ଡା ଛକ ନିକଟରେ ନିର୍ମାଣ ଧୀନ ଅଲ୍ଟ୍ରା ମର୍ଡର୍ଣ୍ଣ ସ୍ପୋର୍ଟ କମ୍ପ୍ଲେକ୍ସ, ସହରରେ ଚାଲିଥିବା ଉନୟନ କାମର ପରିଦର୍ଶନ କରିବା ପରେ ବିମାନ ବନ୍ଦରରେ ବରିଷ୍ଠ ଅଧିକାରିଙ୍କ ସହ ସମୀକ୍ଷା ବୈଠକ କରିବେ ।

NewsLaxmi7

About Author

Leave a comment

Your email address will not be published. Required fields are marked *

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।