ଅପରାଧ ରାଜ୍ୟ

ରାଜଧାନୀରୁ କୋଟିଏ ଟଙ୍କାର ସାପ ବିଷ ଜବତ ଘଟଣା, ଦେଢ ବର୍ଷ ପରେ ତଦନ୍ତ ଆରମ୍ଭ କଲା ଭିଜିଲାନ୍ସ

ଭୁବନେଶ୍ୱର ୦୧।୧୧ : ରାଜଧାନୀରୁ କୋଟିଏ ଟଙ୍କାର ସାପ ବିଷ ଜବତ ଘଟଣା । ଦେଢ ବର୍ଷ ପରେ ସାପ ବିଷ ଲିଙ୍କ ନେଇ ତଦନ୍ତ ଆରମ୍ଭ କଲା କ୍ରାଇମବ୍ରାଞ୍ଚ । ସିଟି ଡ଼ିଏଫଓ ଅଫିସରେ କ୍ରାଇମବ୍ରାଞ୍ଚ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ଖବର ଅନୁଯାୟୀ, ଗତ ବର୍ଷ ମାର୍ଚ୍ଚ ୨୭ ତାରିଖରେ ଭୁବନେଶ୍ୱର ରୁ ଜବତ ହୋଇଥିଲା ୧ ଲିଟର ୬୦୦ ମିଲି ଲିଟର ସାପ ବିଷ । ଜଣେ ମହିଳାଙ୍କ ସହ ୬ ଜଣଙ୍କୁ ଗିରଫ କରିଥିଲା ବନ ବିଭାଗ । ଏବେ ଯାଏଁ ଘଟଣାର ମାଷ୍ଟରମାଇଣ୍ଡ ଫେରାର ଥିଲା । ପରେ ଘଟଣାର ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ଚିଠି ଲେଖିଥିଲା ବନ ବିଭାଗ । ଏବେ ଘଟଣାର ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ ।

NewsLaxmi7

About Author

You may also like

କଳା ଓ ସଂସ୍କୃତି ଦେଶ ବିଦେଶ ରାଜ୍ୟ

ଦିନକ ପରେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଚଳିତ ବର୍ଷ ପ୍ରଥମ ଥର ବିନା ଭକ୍ତରେ ବିଜେ କରିବେ ମା’

କଳାହାଣ୍ଡି ୨୩।୧୦: ଆସନ୍ତାକାଲି କଳାହାଣ୍ଡିର ଆରାଧ୍ୟ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । କୋଭିଡ୍ କଟକଣା ମଧ୍ୟରେ ବିନା ଭକ୍ତରେ ମା’ ମାଣିକେଶ୍ବରୀଙ୍କ ଛତର
ରାଜ୍ୟ ସ୍ୱାସ୍ଥ୍ୟ

କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା , ଡାକ୍ତର ରୁକ୍ମଣୀ ଦେବୀଙ୍କ ପରଲୋକ

ସାଲେପୁର ୨୪।୧୦: କରୋନା ଲଢେଇରେ ଆଖିବୁଜିଲେ ଡାକ୍ତର । ଦୀର୍ଘ ୧୫ଦିନ ହେବ କରୋନା ସହ ଲଢେଇ କରି ଶେଷରେ ଆଖିବୁଜିଛନ୍ତି ଆଉ ଜଣେ ଯୋଦ୍ଧା ।